ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩୦୩ କରୋନା ଆକ୍ରାନ୍ତ ସୁସ୍ଥ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩୦୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସୁସ୍ଥ ସଂଖ୍ୟା ୩,୦୧,୭୭୭ରେ ପହଞ୍ଚିଛି।  ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ ଯୋଗେ ବୁଧବାର ଏହାର ସୂଚନା ଦିଆଯାଇଛି।