ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୩୪୦ ଆକ୍ରାନ୍ତ

ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୩୪୦ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୪୦କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଆରୋଗ୍ୟକାରୀଙ୍କ ସଂଖ୍ୟା  ୨,୯୨, ୪୭୭କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବୁଧବାର ଟ୍ଵିଟ୍ କରି ଏହି ସୂଚନା ଦେଇଛି।