ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୩୪୬ ଆକ୍ରାନ୍ତ

ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୩୪୬ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୩୪୬କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୯୭୮୬୨କୁ ବୃଦ୍ଧି ପାଇଛି । ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରବିବାର ଟ୍ଵିଟ୍ କରି ଏହି ସୂଚନା ଦେଇଛି ।