ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୪୮ କରୋନା ଆକ୍ରାନ୍ତ

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୪୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୪୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୯୧୧୩୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।