ରାଜ୍ୟରେ ଆଜି ୧୪୬୦ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୧୪୬୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୪୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୮୩୫୩୩ କୁ ବୃଦ୍ଧି ପାଇଛି । ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି।