ଆଜି ରାଜ୍ୟରେ ଆଉ ୧୪୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଆଜି ରାଜ୍ୟରେ ଆଉ ୧୪୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଭୁବନେଶ୍ୱର: ଖୁସି ଖବର ରାଜ୍ୟରେ ଆଉ ୧୪୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୮୦୫୫୩କୁ ବୃଦ୍ଧି ପାଇଛି । ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ମଙ୍ଗଳବାର ଏହାର ସୂଚନା ଦିଆଯାଇଛି।