ରାଜ୍ୟର ୩୦ ଜିଲ୍ଲାରୁ ୧୪୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟର ୩୦ ଜିଲ୍ଲାରୁ ୧୪୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରୁ ୧୪୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋିଛନ୍ତି । ସେମାନଙ୍କ ମଧ୍ୟରେ ୬୧୭ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ସେହିପରିି ସଙ୍ଗରୋଧ କେନ୍ଦ୍ରରୁ ୮୫୩ ଜଣଙ୍କୁ ଚିହ୍ନଟ କରାଯାଇଛି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି । ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।