ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ  ଆଜି ପୁଣି ୧୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୬୨୭ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ସେହିପରି ୮୬୭ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୮୭୬୮ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।