ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୧୫୦୪ କୋରୋନା ସଂକ୍ରମିତ

ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୧୫୦୪ କୋରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୫୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୯୫୨୪୫ କୁ ବୃଦ୍ଧି ପାଇଛି । ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶୁକବ୍ରାର ଟ୍ଵିଟ୍ କରି ଏହି ସୂଚନା ଦେଇଛି।