ଭଲ ଖବର ରାଜ୍ୟରେ ଆଜି ୧୫୨୦ କରୋନା ଆକ୍ରାନ୍ତ ସୁସ୍ଥ

ଭଲ ଖବର ରାଜ୍ୟରେ ଆଜି ୧୫୨୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଭଲ ଖବର ଗତ ୨୪ ଘଣ୍ଟାରେ ୧୫୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୮୨୦୭୩ କୁ ବୃଦ୍ଧି ପାଇଛି । ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି।