ରାଜ୍ୟରେ ୨୪ ଘଣ୍ଟାରେ ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ୨୪ ଘଣ୍ଟାରେ ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୮୯୬୮୯ କୁ ବୃଦ୍ଧି ପାଇଛି । ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ ଯୋଗେ ସୋମବାର ଏହାର ସୂଚନା ଦିଆଯାଇଛି ।