ରାଜ୍ୟରେ ଆଜି ଆଉ ୧୬ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଜି ଆଉ ୧୬ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫,  ପୁରୀରୁ ୪, କେନ୍ଦ୍ରାପଡ଼ାରୁ ୨, ରାୟଗଡା, ବଲାଙ୍ଗୀର, ନୟାଗଡ଼, ମୟୁରଭଂଜ, ସୁବର୍ଣ୍ଣପୁର ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୫୨ କୁ ବୃଦ୍ଧି ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।