ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୬୮୩ କରୋନା ଆକ୍ରାନ୍ତ ସୁସ୍ଥ

ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୬୮୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୬୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୮୬୮୫୭ କୁ ବୃଦ୍ଧି ପାଇଛି । ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ ଯୋଗେ ଶନିବାର ଏହାର ସୂଚନା ଦିଆଯାଇଛି।