ରାଜ୍ୟରେ ଆଜି ୧୮୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଲେ

ରାଜ୍ୟରେ ଆଜି ୧୮୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଲେ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୮୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୭୩୮୩୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।