୨୧ ଜଣ ବିଚାରାଧୀନ କଏଦୀ କରୋନା ପଜିଟିଭ ଚିହ୍ନଟ

୨୧ ଜଣ ବିଚାରାଧୀନ କଏଦୀ କରୋନା ପଜିଟିଭ ଚିହ୍ନଟ

ଉଦଳା: ମୟୂରଭଞ୍ଜ ଜିଲ୍ଲା ଉଦଳା ସବ୍‌ଜେଲରେ ପଶିଲା କରୋନା। ଜେଲ୍‌ରେ ଥିବା ୨୧ ଜଣ ବିଚାରାଧୀନ କଏଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗତକାଲି ବିଚାରାଧୀନ କଏଦୀଙ୍କ ମଧ୍ୟରୁ ୭୬ ଜଣଙ୍କର କରୋନା ଟେଷ୍ଟ କରାଯାଇଥିଲା। ତେବେ ସେମାନଙ୍କ ମଧ୍ୟରୁ ୨୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।ଆହୁରି ପଢ଼ନ୍ତୁ