ଆଜି ରାଜ୍ୟରେ୨୧୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଆଜି ରାଜ୍ୟରେ୨୧୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୧୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୫୭୦୪୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।