ରାଜ୍ୟରେ ଆଉ ୨୧୯୬ କୋରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୨୧୯୬ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ୨୧୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୨୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୩୪୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।