ରାଜ୍ୟରେ ଆଜି ୨୪୭୦ କୋରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି ୨୪୭୦ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଆଜି ରାଜ୍ୟରୁ ୨୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୦୦୮ଜଣ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ସେହିପରି ୧୪୬୨ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୨୦୧୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।