ଆଜି ରାଜ୍ୟରେ ୨୫୪୬ ପଜିଟିଭ ଚିହ୍ନଟ

ଆଜି ରାଜ୍ୟରେ ୨୫୪୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୫୪୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୦୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪୨ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।