ଆଜି ରାଜ୍ୟରେ ୨୬୨୨ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ରାଜ୍ୟରେ ୨୬୨୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ  ଆଉ ୨୬୨୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ କରୋନାରୁ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫୨୧୯୭ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।