ଆଜି ରାଜ୍ୟରେ ୨୭୧୬ ଆକ୍ରାନ୍ତ ସୁସ୍ଥ

ଆଜି ରାଜ୍ୟରେ ୨୭୧୬ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୭୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫୪୯୧୩ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।