ଆଜି ରାଜ୍ୟରେ ୨୭୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଆଜି ରାଜ୍ୟରେ ୨୭୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଭୁବନେଶ୍ୱର:  ରାଜ୍ୟରେ ୨୪ ଘଣ୍ଟାରେ ଆଉ ୨୭୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୪୯୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।