ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୨୭୯୬ କୋରୋନା ସଂକ୍ରମିତ

ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୨୭୯୬ କୋରୋନା ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ପୁଣି ୨୭୯୬ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୨୩୨୯୮୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।