ଆଜି ରାଜ୍ୟରୁ ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରୁ ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି୨୮୫୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ସେମାନଙ୍କ ମଧ୍ୟରେ ୧୧୯୫ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ସେହିପରି ୧୬୫୯ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୯,୬୯୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।