ରାଜ୍ୟରେ ଆଜି ୨୯୮୦ ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୨୯୮୦ ଆକ୍ରାନ୍ତ ସୁସ୍ଥ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୮୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୯୦,୩୩୧କୁ ବୃଦ୍ଧି ଘଟିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ କରି ଏହାର ସୂଚନା ଦିଆଯାଇଛି।