ଗୋଟିଏ ଦିନରେ ରାଜ୍ୟରୁ ୨୯୯୫ କରୋନା ପଜିଟିଭ ଚିହ୍ନଟ

ଗୋଟିଏ ଦିନରେ ରାଜ୍ୟରୁ ୨୯୯୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ପୁଣି ରାଜ୍ୟରେ ୨୯୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୩୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୨୫୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୦,୯୯୮ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।