ରାଜ୍ୟରେ ଆଜି ୩୧୧୦ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୩୧୧୦ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ୩୧୧୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୦୫୨୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।