ଆଜି ରାଜ୍ୟରେ ୩୧୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରେ ୩୧୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୩୧୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୧୩୧୯ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ସେହିପରି ୧୮୨୫ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୪୧୪୨ରେ ପହଞ୍ଚିଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।