ଆଜି ରାଜ୍ୟରେ ୩୩୧୨ ଜଣ କରୋନା ରୋଗୀ ସୁସ୍ଥ

ଆଜି ରାଜ୍ୟରେ ୩୩୧୨ ଜଣ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ମୋଟ ୩୩୧୨ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ ମୋଟ ୨୧୬୯୮୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।