ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୩୩୮୨ କରୋନା ଆକ୍ରାନ୍ତ

ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୩୩୮୨ କରୋନା ଆକ୍ରାନ୍ତ

ସୋମବାର ରାଜ୍ୟରେ ଆଉ ୩୩୮୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୨୨୦୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।