ଆଜି ରାଜ୍ୟରେ ୩,୬୫୦ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୩,୬୫୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି ଲକଡାଉନ୍, ସଟଡାଉନ୍ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ପାଇଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି ଏହା ମଧ୍ୟରେ ଆଜି ପୁଣି ହଜାର ୬୫୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୦୯୮ ସ୍ଥାନୀୟ ଅଞ୍ଚଳରୁ ୧୫୫୨ ଜଣ ଚିହ୍ନଟ ହୋଇଛନ୍ତି ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷ ୯୦ ହଜାର ୫୯୬ରେ ପହଞ୍ଚିଛି ରାଜ୍ୟରେ ସୁସ୍ଥ ସଂଖ୍ୟା ଲକ୍ଷ ୫୩ ହଜାର ୦୧୨ ରହିଥିବା ବେଳେ ୩୩ ହଜାର ୭୭୦ଜଣ ଚିକିତ୍ସିତ ହେଉଛନ୍ତି ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଏନେଇ ସୂଚନା ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି