ଆଜି ରାଜ୍ୟରୁ ୩୮୩୪ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ରାଜ୍ୟରୁ ୩୮୩୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,: ଆଜି ରାଜ୍ୟରେ ୩୮୩୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୫୩୨୧୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।