ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ

ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୩୮୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୨୭୩ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।