ପୁଲିସ ଏନକାଉଣ୍ଟରରେ ୪ ମାଓବାଦୀ ନିହତ

ପୁଲିସ ଏନକାଉଣ୍ଟରରେ ୪ ମାଓବାଦୀ ନିହତ

କଳାହାଣ୍ଡି- କନ୍ଧମାଳ ସୀମାରେ ପୁଲିସ ଏନକାଉଣ୍ଟରରେ ୪ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ କଳାହାଣ୍ଡି-କନ୍ଧମାଳ ସୀମା ଭଣ୍ଡରଙ୍ଗି ସର୍କି ଜଙ୍ଗଲରେ ପ୍ରବଳ ଗୁଳିଗୋଳା ବିନିମୟ ହୋଇଥିଲା। ତେବେ ଏଥିରେ ୪ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା  କଳାହାଣ୍ଡି ଏସପି ସୂଚନା ଦେଇଛନ୍ତି।