ରାଜ୍ୟରେ ଆଜି ୪୦୬୧ ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୪୦୬୧ ଆକ୍ରାନ୍ତ ସୁସ୍ଥ

ଆଜି ଗୋଟିଏ ଦିନରେ ସର୍ବାଧିକ ୪ ହଜାର ୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧ ଲକ୍ଷ ୧୨ ହଜାର ୬୨କୁ ବୃଦ୍ଧି ହୋଇଛି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।