ରାଜ୍ୟରେ ଆଜି ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୩୭,୫୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।