ଆଜି ରାଜ୍ୟରେ ୪୧୨୧ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ରାଜ୍ୟରେ ୪୧୨୧ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ରାଜ୍ୟରେ ଆଉ ୪୧୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୨୯,୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।