ଓଡ଼ିଶାରୁ ଆଜି ୪୪ ଜଣଙ୍କ ଜୀବନ ନେଲା କରୋନା

ଓଡ଼ିଶାରୁ ଆଜି ୪୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ସେହିପରି ବରଗଡ, କଟକରୁ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ଅନୁଗୁଳ, ପୁରୀରୁ ଜଣ ଲେଖାଏଁ, ଗଞ୍ଜାମ, କେନ୍ଦ୍ରାପଡ଼ା ସୁନ୍ଦରଗଡ଼ରୁ ଜଣ ଲେଖାଏଁ, ନୟାଗଡ଼ ସମ୍ବଲପୁରରୁ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ ମାଲକାନଗିରିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ଏହି ୩୭୬୧ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି