ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୭୨୮ ଆକ୍ରାନ୍ତ

ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୭୨୮ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ  ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ମୋଟ ସୁସ୍ଥ ଲୋକଙ୍କ ସଂଖ୍ୟା ୩ ଲକ୍ଷ ୮ ହଜାର ୧୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।