ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୦୫ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି

ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୦୫ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଆଉ ୯୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩,୦୫,୮୧୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।