ରାଜ୍ୟରେ ଆଉ ୯୧୩ କୋରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୯୧୩ କୋରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି  ରାଜ୍ୟରେ ଆଉ ୯୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ ମୋଟ ୩୦୬୭୨୬ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।