ରାଜ୍ୟରୁ ଗୋଟିଏ ଦିନରେ ୩୩୨୬ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରୁ ଗୋଟିଏ ଦିନରେ ୩୩୨୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୩୩୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୪୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮୧ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୨,୭୧୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।