ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ:  ଦୀର୍ଘ ଦିନରୁ ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । ଆଜିର ଯାତ୍ରାରେ ଅଭିଳଷିତ କାମ ମଧ୍ୟ ହୋଇଯିବ ।

ବୃଷ: ପ୍ରତ୍ୟେକ କ୍ଷେତ୍ରରେ ସମ୍ୟା ଭିତରେ ଗତି କରି ମଧ୍ୟ ପଛକୁ ଫେରିବା ଚିନ୍ତା କରିବେ ନାହିଁ । ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି ।

ମିଥୁନ: ଅଟକି ରହିଥିବା କାମଗୁଡିକ ଆଜି ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ । ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବ ।

କର୍କଟ:  କୌଣସି ବନ୍ଧୁ କିମ୍ବା ସହକର୍ମୀ ଅଥବା ପାଖ ପଡୋଶୀମାନେ ସହ-ଯୋଗର ହାତ ବଢାଇବେ ଓ କାମଟି ସୁବିଧାରେ ହୋଇଯିବ ।

ସିଂହ:  ବିଭିନ୍ନ ପ୍ରକାରର ସମୟା ଭିତରେ ଗତି କରି ମଧ୍ୟ ପଛକୁ ଫେରିବା ଚିନ୍ତା କରିବେ ନାହିଁ । ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି ।

କନ୍ୟା: ଆଜି ସାମାଜିକ ସ୍ତରରେ ଅପ୍ରୀତିକର ପରିସ୍ଥିତିର ହଠାତ୍ ସାମନା କରିବାକୁ ପଡିପାରେ । ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡିବ ।

ତୁଳା:  କୌଣସି ବନ୍ଧୁଙ୍କୁ ଅନୁରୋଧ କରି କାମ ହାସଲ କାରିବାର ଚେଷ୍ଟା କରିବେ । ଅବଶ୍ୟ ଶତ୍ରୁ ଠାରୁ ଦୂରତା ରଖର କାମ କରିବା ଭଲ ହେବ ।

ବିଛା:  ପୁନର୍ବସୁ ନକ୍ଷତ୍ର ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ପ୍ରଶାସନ, ପ୍ରକାଶନ, ରାଜନୀତି,ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ ।

ଧନୁ:  କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି ।

ମକର:  ଶ୍ରବଣା ନକ୍ଷତ୍ର ବନ୍ଧୁଙ୍କ ମାଧ୍ୟମରେ ହଠାତ୍ କୌଣସି ଖବର ପାଇ ବିଚଳିତ ବୋଧ କରିବେ । ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହ-ଯୋଗ ଲୋଡିପାରନ୍ତି ।

କୁମ୍ଭ:  ସଚେତନତା ଓ ସାମାଜିକ ଶୃଙ୍ଖଳଜନିତ ଶତଭିକ୍ଷା ନକ୍ଷତ୍ରର ସ୍ୱାସ୍ଥ୍ୟ ନିୟନ୍ତ୍ରଣାଧୀନ ରହିବ । ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ ।

ମୀନ: କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ ।