ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ : ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ।

ବୃଷ :ଆଜି ସେହିଦିନ ଅଛି ଯେଉଁଦିନ ଆପଣଙ୍କର ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୁରଣ କରାଯାଇପାରିବ । ଖାସ କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୁରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା ।

ମିଥୁନ :ଆପଣଙ୍କର ବୋଧହୁଏ କୌଣସି ଉଚ୍ଚ ଅଧିକାରୀଙ୍କ ସହିତ ପଡ଼ିନପାରେ କିନ୍ତୁ ଆପଣଙ୍କ ପାଇଁ ଠିକ୍ ରହିବ ଯେ ଆପଣ ବୁଦ୍ଧି ଏବଂ କୂଟନୀତି ସାହାଯ୍ୟରେ ନିଜର କାମ ବାହାର କରିନେବେ ।

କର୍କଟ : ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।

ସିଂହ :  ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।

କନ୍ୟା :ଆଜି ଆପଣଙ୍କର ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା

ତୁଳା :ଆଜି ଆପଣ ନିଜ ମନ ଖୁସିରଖନ୍ତୁ, ଛୋଟ ବଡ଼ ସମସ୍ୟାରେ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସହାୟକ ହୋଇଛନ୍ତି ।

ବିଛା :ଆଜି ଆପଣଙ୍କ ଅଟକିଥିବା ସରକାରୀ ସମୃଦ୍ଧି କାର୍ଯ୍ୟ ଗୁଡ଼ିକ ପୂରଣ ହୋଇଯିବ । ସେହି ସଂସ୍ଥା ଗୁଡ଼ିକରୁ ହିଁ ଆପଣଙ୍କର କାର୍ଯ୍ୟକୁ ପ୍ରାଥମିକତା

ଧନୁ : ଆଜି କାଲି ଯେଉଁ ସମସ୍ୟା ବଢି ଚାଲିଛି ଆପଣ ତାହାକୁ ଠିକ୍ ଭାବରେ ବୁଝି ଶେଷ କରିବା ପାଇଁ ଚେ଼ଷ୍ଟା କରିବା ଉଚିତ୍ ।

ମକର : ଆପଣଙ୍କୁ କେହି ସାମାଜିକ କାମ ପାଇଁ ସାହାଯ୍ୟ ମାଗିଲେ ଆପଣ ତାହା ଅବଶ୍ୟ କରନ୍ତୁ । ଏଥିରୁ ଆପଣଙ୍କୁ ସନ୍ତୁଷ୍ଟି ମିଳିବା ସହିତ ସେମାନଙ୍କୁ ସାହାଯ୍ୟ ମଧ୍ୟ ମିଳିଯିବ ।

କୁମ୍ଭ: କିମ୍ଭ :ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।

ମୀନ: ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା