ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ ।ଲୋକସେବା ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ବାଜିବାର ସମ୍ଭାବନା ରହିଛି ।