ଆଜି ରାଜ୍ୟରେ ୨୦୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଆଜି ରାଜ୍ୟରେ ୨୦୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୦୧୦ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ ମୋଟ ୨୬୮୧୧୫  ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।