ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୭୭୨ କରୋନା ଆକ୍ରାନ୍ତ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୭୭୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରୁ ଆଉ ୨୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।  ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୫୩୫ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।