ଆଜି ରାଜ୍ୟରେ ୨୮୪୨ ଆକ୍ରାନ୍ତ ସୁସ୍ଥ

ଆଜି ରାଜ୍ୟରେ ୨୮୪୨ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱ :  ରାଜ୍ୟରେ ଆଜି ଆଉ ୨୮୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨ ଲକ୍ଷ ୪୪ ହଜାର ୨୨୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।