ସୁସ୍ଥ ହେଲେ ଆଉ ୩୩୭୮ କରୋନା ଆକ୍ରାନ୍ତ

ସୁସ୍ଥ ହେଲେ ଆଉ ୩୩୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରବିବାର ରାଜ୍ୟରେ ଆଉ ୩୩୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୭୩,୫୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।