ରାଜ୍ୟରେ ଆଜି ୩୪୦୪ ଆକ୍ରାନ୍ତ ସୁସ୍ଥ ହେଲେ

ରାଜ୍ୟରେ ଆଜି ୩୪୦୪ ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର,: ଶୁକ୍ରବାର ରାଜ୍ୟରେ ଆଉ ୩୪୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୦୩୮୮ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।